Jai Odisha
Monday, December 1, 2025
  • Login
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
  • Home
  • ଜାତୀୟ
  • ଅନ୍ତର୍ଜାତୀୟ
  • କ୍ରୀଡା
  • ଅପରାଧ
  • ଆଞ୍ଚଳିକ
  • ବାଣିଜ୍ୟ
  • ବିଶେଷ
    • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
    • ଜ୍ୟୋତିଷ ଶାସ୍ତ୍ର
    • ବାସ୍ତୁ ବିଚାର
  • ରାଜନୀତି
  • ରାଜ୍ୟ
No Result
View All Result
Jai Odisha
No Result
View All Result
Home ଅନ୍ତର୍ଜାତୀୟ

ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ- ନେତାନ୍ୟାହୁ

ଇସ୍ରାଏଲ ଆଇ ଏଜେନ୍ସି) : ଇସ୍ରାଏଲ ଓ ଇରାନ ମଧ୍ୟରେ ଘମାସାନ ଯୁଦ୍ଧ ଜାରି ରହିଛି । ଇରାନ ଉପରେ ଇସ୍ରାଏଲ ଘନ ଘନ ଆକ୍ରମଣ କରୁଥିବା ବେଳେ ଇରାନ ବି ପ୍ରତିଜବାବ ଦେଉଛି । ଆଉ ଏହାରି ଭିତରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‍ ନେତାନ୍ୟାହୁ ଆଉ ଏକ ବଡ ଖୁଲାସା କରିଛନ୍ତି । ନେତାନ୍ୟାହୁ କହିଛନ୍ତି ଯେ ‘ଇରାନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି’ । ସେ ଇରାନର ଶତ୍ରୁ ନଂ ୱାନ୍‍ । ରିପୋର୍ଟ ଅନୁଯାୟୀ ନେତାନ୍ୟାହୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଜଣେ ନିର୍ଣ୍ଣାୟକ ନେତା ଭାବରେ ବର୍ଣ୍ଣନା କରିଛନ୍ତି । ସେ କହିଛନ୍ତି ‘ଟ୍ରମ୍ପ କେବେ ବି ଅନ୍ୟର ପଥ ଅନୁସରଣ କରି ସେମାନଙ୍କ ସହିତ ଦୁର୍ବଳ ଭାବରେ ସୌଦା କରିବାକୁ ଚେଷ୍ଟା କରିନାହାଁନ୍ତି । ଇରାନ ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ଦାବି କରି କହିଛନ୍ତି ଯେ ଇରାନ ତାଙ୍କୁ ଓ ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା ଚଳାଇଛି । ଏଭଳି ବୟାନ ସେତେବେଳେ ଦେଇଛନ୍ତି ଯେତେବେଳେ ଇସ୍ରାଏଲ ଇରାନର ପରମାଣୁ ଏବଂ ସାମରିକ ଘାଟି ଉପରେ ଏୟାରଷ୍ଟ୍ରାଇକ କରିଛି ।

editor jai odisha by editor jai odisha
June 16, 2025
in ଅନ୍ତର୍ଜାତୀୟ
0
ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ- ନେତାନ୍ୟାହୁ
0
SHARES
1
VIEWS
Share on FacebookShare on Twitter
Previous Post

୧୯ ଯାଏ ବର୍ଷା,ରାଜ୍ୟରେ ୧୨ ଜିଲାକୁ ସତର୍କତା

Next Post

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୫ ମୃତ

editor jai odisha

editor jai odisha

Next Post
ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୫ ମୃତ

ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୫ ମୃତ

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୬ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ
  • ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି
  • ୨୦୨୬ ପୂର୍ବରୁ ରାଜ୍ୟରେ ଗଡ଼ିବ ୨୦୦ ନୂଆ ୧୦୮
  • କଷିଆ ମୁହାଣରୁ ମୃତ ଡ଼ଲଫିନ ଉଦ୍ଧାର
  • କ୍ୟାପିଟାଲ ହସ୍ପିଟାଲରୁ ଝୁଲନ୍ତା ମୃତଦେହ ଜବତ

Recent Comments

  1. A WordPress Commenter on Hello world!

Archives

  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024

Categories

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ

Browse by Category

  • Apps
  • Business
  • Entertainment
  • Fashion
  • Food
  • Gadget
  • Gaming
  • Health
  • Lifestyle
  • Mobile
  • Movie
  • Music
  • News
  • Politics
  • Review
  • Science
  • Sports
  • Startup
  • Tech
  • Travel
  • Uncategorized
  • World
  • ଅନ୍ତର୍ଜାତୀୟ
  • ଅପରାଧ
  • ଆଞ୍ଚଳିକ
  • କ୍ରୀଡା
  • ଜାତୀୟ
  • ବାଣିଜ୍ୟ
  • ବାସ୍ତୁ ବିଚାର
  • ବିଞ୍ଜାନ ଓ ପ୍ରଯୁକ୍ତି ବିଦ୍ୟା
  • ବିଶେଷ
  • ରାଜନୀତି
  • ରାଜ୍ୟ
  • About
  • Advertise
  • Privacy & Policy
  • Contact

© 2025 Jai Odisha

No Result
View All Result

© 2025 Jai Odisha

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In